I & PR Department, Odisha(@IPR_Odisha) 's Twitter Profileg
I & PR Department, Odisha

@IPR_Odisha

Information & Public Relations Dept. Govt. of Odisha | ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡିଶା ସରକାର

ID:743517005920141314

linkhttp://www.inpr.odisha.gov.in calendar_today16-06-2016 18:54:02

17,9K Tweets

737,3K Followers

96 Following

Follow People
I & PR Department, Odisha(@IPR_Odisha) 's Twitter Profile Photo

ମାନ୍ୟବର ସମବାୟ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତଙ୍କୁ ବିଭାଗୀୟ କମିଶନର-ତଥା-ଶାସନ ସଚିବ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ସମବାୟ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତଙ୍କୁ ବିଭାଗୀୟ କମିଶନର-ତଥା-ଶାସନ ସଚିବ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
account_circle
I & PR Department, Odisha(@IPR_Odisha) 's Twitter Profile Photo

ପଶ୍ଚିମବଙ୍ଗର ନୂଆ ଜଲ୍‌ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ

account_circle
Mohan Charan Majhi(@MohanMOdisha) 's Twitter Profile Photo

ଦାର୍ଜିଲିଂରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ମୃତ ବ୍ୟକ୍ତିମାନଙ୍କ ଆତ୍ମାର ସଦଗତି କାମନା କରିବା ସହ ଆହତଙ୍କ ଆଶୁ ଆରୋଗ୍ଯ କାମନା କରୁଛି । ଏହି ଦୁଃଖଦ ସମୟରେ ପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।

account_circle
Mohan Charan Majhi(@MohanMOdisha) 's Twitter Profile Photo

ଭକ୍ତ ଓ ଭଗବାନଙ୍କ ମିଳନର ମହାପର୍ବ ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦ୍ଦେଶକ ଏବଂ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କଲି ।

ଚଳିତ ବର୍ଷ ରଥଯାତ୍ରାରେ କିପରି ଶୃଙ୍ଖଳିତ ନୀତିକାନ୍ତି ଓ ମହାପ୍ରଭୁଙ୍କୁ ତାଙ୍କର ଅଗଣିତ ଭକ୍ତ ସହଜରେ ଦର୍ଶନ

account_circle
News18 Odia(@News18Odia) 's Twitter Profile Photo

ରାଜ୍ୟ ଅତିଥି ଭବନରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ନୂତନ ଭାବେ ଦାୟିତ୍ଵ ନେଇଥିବା ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ ଆଲୋଚନା

ବାଣିଜ୍ୟ ଓ ପରିବହନ ବିଭାଗ । Commerce & Transport

account_circle
I & PR Department, Odisha(@IPR_Odisha) 's Twitter Profile Photo

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ
ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଆଜି ରାଜ୍ଯ ଅତିଥି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଆଜି ରାଜ୍ଯ ଅତିଥି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
account_circle
I & PR Department, Odisha(@IPR_Odisha) 's Twitter Profile Photo

ଗ୍ରାମ୍ଯ ଉନ୍ନୟନ ବିଭାଗର ନୂତନ ମନ୍ତ୍ରୀ ଭାବେ ଦାୟିତ୍ବ ନେଇଥିବା ଶ୍ରୀ ରବିନାରାୟଣ ନାୟକଙ୍କୁ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

Hon'ble CM Sri Mohan Charan Majhi has instructed the District Administration, Bhadrak to provide immediate health assistance and ₹30,000 from CMRF to Bhadrak boy Babuli Barik, who is suffering from a rare neurological disease. Hon'ble CM came to know about the boy's health issue from

Hon'ble CM Sri @MohanMOdisha has instructed the District Administration, Bhadrak to provide immediate health assistance and ₹30,000 from CMRF to Bhadrak boy Babuli Barik, who is suffering from a rare neurological disease. Hon'ble CM came to know about the boy's health issue from
account_circle
I & PR Department, Odisha(@IPR_Odisha) 's Twitter Profile Photo

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ | ୧୫ ଜୁନ୍, ୨୦୨୪

ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ ପରେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ମନ୍ତ୍ରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ଓଡ଼ିଶାର ବିକାଶ ଏବଂ ଓଡ଼ିଶାବାସୀଙ୍କ କଲ୍ୟାଣ ଦିଗରେ ନୂତନ ମନ୍ତ୍ରୀମାନେ ପ୍ରତିବଦ୍ଧତାର ସହ ଦାୟିତ୍ଵ ସମ୍ପନ୍ନ

account_circle
I & PR Department, Odisha(@IPR_Odisha) 's Twitter Profile Photo

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ ସ୍ବର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ

account_circle
I & PR Department, Odisha(@IPR_Odisha) 's Twitter Profile Photo

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ ଷଡଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରୁଛନ୍ତି।

(ରାଜ୍ୟ ଅତିଥି ଭବନ, ଭୁବନେଶ୍ବର)

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ ଷଡଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରୁଛନ୍ତି। (ରାଜ୍ୟ ଅତିଥି ଭବନ, ଭୁବନେଶ୍ବର)
account_circle
I & PR Department, Odisha(@IPR_Odisha) 's Twitter Profile Photo

ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେଉଥିବା ଏହିଭଳି ଫେକ୍ ନ୍ୟୁଜ୍ ପ୍ରତି ସଚେତନ ରୁହନ୍ତୁ। ସବୁବେଳେ ସରକାରୀ ସୂତ୍ରରୁ ପ୍ରଦତ୍ତ ତଥ୍ୟ ଉପରେ ଗୁରୁତ୍ବ ଦିଅନ୍ତୁ। ଏହିଭଳି ମିଥ୍ୟାଗୁଜବ ପ୍ରସାରଣରୁ ନିବୃତ୍ତ ରୁହନ୍ତୁ। ଏହା ବେଆଇନ ଅଟେ।

CMO Odisha(@CMO_Odisha) 's Twitter Profile Photo

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରମୁଖ ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି।
ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ Kanak Vardhan Singh Deo (Modiji Ka Parivar), ଶ୍ରୀମତୀ @Pravatipridabjp ଓ ChiefSecyOdisha ଶ୍ରୀ ପି.କେ. ଜେନା ଏବଂ Office of Development Commissioner, Odisha ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟର ସମୀକ୍ଷା କରିବା ସହ ପ୍ରମୁଖ ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ @KVSinghDeo1, ଶ୍ରୀମତୀ @Pravatipridabjp ଓ @SecyChief ଶ୍ରୀ ପି.କେ. ଜେନା ଏବଂ @DC_Odisha ଶ୍ରୀମତୀ ଅନୁ ଗର୍ଗ ଉପସ୍ଥିତ ଥିଲେ।
account_circle
I & PR Department, Odisha(@IPR_Odisha) 's Twitter Profile Photo

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ ସାମଗ୍ରିକ କାର୍ଯ୍ୟକ୍ରମ ସମ୍ପର୍କରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ମୁଖ୍ୟ ଶାସନ ସଚିବ ଶ୍ରୀ ପି. କେ. ଜେନା ଏବଂ

account_circle
I & PR Department, Odisha(@IPR_Odisha) 's Twitter Profile Photo

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।

ରାଜଧାନୀ ଭୁବନେଶ୍ଵରର ମ୍ୟୁଜିଅମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ

account_circle
CMO Odisha(@CMO_Odisha) 's Twitter Profile Photo

ମାନ୍ୟବର ରାଜ୍ୟପାଳ ଶ୍ରୀ Raghubar Das, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi ଙ୍କ ଉପସ୍ଥିତିରେ ୧୭ ତମ ଓଡ଼ିଶା ବିଧାନସଭାର ସଦସ୍ୟ ଶ୍ରୀ Ranendra Pratap Swain ଙ୍କୁ ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରୋ-ଟେମ୍ ବାଚସ୍ପତି ଭାବରେ ଶପଥପାଠ କରାଇଛନ୍ତି।

ମାନ୍ୟବର ରାଜ୍ୟପାଳ ଶ୍ରୀ @dasraghubar, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କ ଉପସ୍ଥିତିରେ ୧୭ ତମ ଓଡ଼ିଶା ବିଧାନସଭାର ସଦସ୍ୟ ଶ୍ରୀ @rajaaswain ଙ୍କୁ ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରୋ-ଟେମ୍ ବାଚସ୍ପତି ଭାବରେ ଶପଥପାଠ କରାଇଛନ୍ତି।
account_circle
Mohan Charan Majhi(@MohanMOdisha) 's Twitter Profile Photo

କୁଏତରେ ଭୟାବହ ଅଗ୍ନିକାଣ୍ଡରେ ଅନେକ ଲୋକଙ୍କ ପ୍ରାଣ ହାନି ଘଟିଛି। ଏଥିରେ ୨ଓଡ଼ିଆ ପୁଅ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

ଓଁ ଶାନ୍ତି

account_circle
I & PR Department, Odisha(@IPR_Odisha) 's Twitter Profile Photo

ଆନନ୍ଦ ଓ ଉଲ୍ଲାସର ପର୍ବ ପବିତ୍ର ରଜ ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।

ଆନନ୍ଦ ଓ ଉଲ୍ଲାସର ପର୍ବ ପବିତ୍ର ରଜ ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। #ରଜପର୍ବ
account_circle
I & PR Department, Odisha(@IPR_Odisha) 's Twitter Profile Photo

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି (୧୪ ଜୁନ୍, ୨୦୨୪) ସକାଳ ୯ଟାରେ ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିବେ।

ପ୍ରଥମେ ମ୍ୟୁଜିଅମ ଛକ ସ୍ଥିତ ବକ୍କି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିବେ। ଏହାପରେ ଶ୍ରୀ ମାଝୀ ଏଜି ଛକସ୍ଥିତ ଡକ୍ଟର ଭୀମ୍‌ରାଓ ଆମ୍ବେଦକର, ଶହୀଦ ଜୟୀ

account_circle